ରିପୋର୍ଟ କାର୍ଡ / ଭୁବନେଶ୍ୱର
୨୯ ତାରିଖ ବେଳେକୁ ଦକ୍ଷିଣ ଆଣ୍ଡାମାନ ସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ଆଜି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । ଲଘୁଚାପ ସମ୍ଭାବନା ନେଇ ଚେନ୍ନାଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
More Stories
ଆସନ୍ତାକାଲି ସ୍କୁଲ୍ ଛୁଟି…..
ଜମ୍ମୁ କାଶ୍ମୀରରେ ଭୂକମ୍ପ…..
ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି…..