ପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ସୋମବାରଠାରୁ ରାଜ୍ୟରୁ ଅନ୍ୟ ରାଜ୍ୟକୁ ବସ ଚଳାଚଳ ଉପରେ କଟକଣା ଲଗାଇଛନ୍ତି ରାଜ୍ୟ ସରକାର । ରାଜ୍ୟ ମଧ୍ୟରେ ଯେଉଁ ଯାତ୍ରୀବାହୀ ବସ୍ ଚଳାଚଳ କରୁଛି ସେଥିରେ ବସର ସିଟ୍ ସଂଖ୍ୟକ ଲୋକମାନେ ବସି ଯାତ୍ରା କରିପାରିବେ | କିନ୍ତୁ କେହି ଛିଡ଼ା ହୋଇ ଯାତ୍ରା କରିପାରିବେ ନାହିଁ। କିନ୍ତୁ ରାଜ୍ୟ ଭିତରେ ବା ବାହରୁ ପରିବହନ ଯାନ ଉପରେ କୌଣସି କଟକଣା ଲାଗୁ ହେବ ନାହିଁ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି ।
More Stories
ପ୍ରଦୀପ ଜେନା ହେଲେ OERC ଅଧ୍ୟକ୍ଷ…..
୧୫ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ…..
ST, SC ଲୋକଙ୍କ ଉପରେ ୨୪୮୩ଟି ଅତ୍ୟାଚାର ଜନିତ ମାମଲା ରୁଜୁ….