ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦିଲ୍ଲୀରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗଙ୍କ ପୂରା ପରିବାର କଂଗ୍ରେସରେ ଯୋଗଦେଇଛନ୍ତି । ପିସିସି ପ୍ରଭାରୀ ଅଜୟ କୁମାରଙ୍କ ଉପସ୍ଥିତିରେ ଗିରିଧର ଗମାଙ୍ଗ, ତାଙ୍କ ପତ୍ନୀ ହେମା ଓ ପୁଅ ଶିଶିର ଗମାଙ୍ଗ କଂଗ୍ରେସରେ ସାମିଲ ହୋଇଛନ୍ତି। ସେହିପରି ପୂର୍ବତନ ସାଂସଦ ସଂଜୟ ଭୋଇ ମଧ୍ୟ କଂଗ୍ରେସକୁ ଫେରିଛନ୍ତି। କଂଗ୍ରେସ ପକ୍ଷରୁ ସେମାନଙ୍କୁ ସ୍ୱାଗତ କରାଯାଇଛି |






More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ପୁଣି ଜୀବନ ନେଲା ସ୍କ୍ରବ୍ ଟାଇଫସ୍…..
୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ…..