ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ବିଧିବଦ୍ଧ ଭାବେ କଂଗ୍ରେସରେ ସମିଳହେବେ ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ ଓ ତାଙ୍କ ପରିବାର ସଦସ୍ୟ ସେହିପରି ବରଗଡ଼ର ପୂର୍ବତନ ସାଂସଦ ସଞ୍ଜୟ ଭୋଇ ମଧ୍ୟ କଂଗ୍ରେସକୁ ଫେରିବେ । ପିସିସି ସୂତ୍ରରୁ ଜଣାପଡ଼ିଛି ଯେ, ଗମାଙ୍ଗଙ୍କ ସମେତ ତାଙ୍କ ପତ୍ନୀ ଓ ପୁଅ ଏବଂ ସଞ୍ଜୟ ଭୋଇ ଗତ ଶନିବାର ନୂଆଦିଲ୍ଲୀରେ ଓଡ଼ିଶା ପିସିସି ପ୍ରଭାରୀ ଅଜୟ କୁମାରଙ୍କୁ ଭେଟି ଦଳକୁ ଫେରିବା ପାଇଁ ପ୍ରସ୍ତାବ ଦେଇଥିଲେ । ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କ ଉପସ୍ଥିତିରେ ଏହି ନେତାମାନଙ୍କର ମିଶ୍ରଣପର୍ବର କାର୍ଯ୍ୟକ୍ରମ ରହିଛି ।






More Stories
କେନ୍ଦ୍ର କ୍ୟାବିନେଟରେ ଓଡିଶା ପାଇଁ ୮,୩୦୧ କୋଟି ମଞ୍ଜୁର…..
ସରକାରୀ ଗାଡିର ତେଲ ପାଇଁ ପେଟ୍ରୋଲ ପମ୍ପକୁ ଆଗୁଆ ଟଙ୍କା…..
ସୌମ୍ୟ ହତ୍ୟା ମାମଲା:କଲ୍ କରି ଆମ୍ବୁଲାନ୍ସ ଫେରାଇ ଦେଇଥିଲେ…..