ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମ ଜୟନ୍ତୀ | ଦେଶ ପାଳୁଛି ୧୫୭ତମ ଗାନ୍ଧୀ ଜୟନ୍ତୀ। ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ ହୋଇଛି | ବିଧାନସଭା ପରିସରରେ ଥିବା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ବାଚସ୍ପତି, ଉପମୁଖ୍ୟମନ୍ତ୍ରୀ,ମନ୍ତ୍ରୀ ,ବିଧାୟକ ଓ ଅନ୍ୟାନ୍ୟ ଅତିଥି ବୃନ୍ଦ ଶ୍ରାଦ୍ଧସୁମନ ଅର୍ପଣ କରିଛନ୍ତି। ଆୟୋଜିତ ହୋଇଛି ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ସମାରୋହ। ଏହି ଅବସରରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବାଚସ୍ପତି ସୁରମା ପାଢ଼ୀଙ୍କ ସମେତ ବିଶିଷ୍ଟ ଅତିଥିମାନେ ଯୋଗଦେଇଛନ୍ତି।






More Stories
ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ…..
ନୂଆ ହିତାଧିକାରୀଙ୍କୁ ମିଳିବ ଭତ୍ତା…..
ବଢ଼ିବ କ୍ଷୀର ଦର…..