ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଇଏଏସ୍ ଗଣେଶ୍ୱର ଜେନା ରାଜ୍ୟ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ବ୍ୟକ୍ତିଗତ ସଚିବ ଭାବେ ଦାୟିତ୍ୱ ତୁଲାଇବେ । ତାଙ୍କୁ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ଶ୍ରୀ ଜେନା ଏବେ ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୨୦୧୨ ବ୍ୟାଚ୍ ଆଇଏଏସ୍ ଗଣେଶ୍ୱର ଜେନାଙ୍କୁ କୃଷି ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି ।






More Stories
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..
ଭଡ଼ାଘର ଦେବେ ସରକାର…..