ରିପୋର୍ଟ କାର୍ଡ / ପୁରୀ
ପୁରୀ ଜିଲ୍ଲା ନିମାପଡ଼ା ଥାନା ଅଞ୍ଚଳରେ ଜଣେ ବିବାହିତା ମହିଳାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି। ନଦୀକୁ ଯାଇଥିବା ବେଳେ ଉଠାଇନେଇ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଗତ ଶୁକ୍ରବାର ରାତିରେ ଘଟିଛି ଏହି ନିନ୍ଦନୀୟ ଘଟଣା । ୪ ଜଣ ବ୍ୟକ୍ତି ସଂପୃକ୍ତ ମହିଳାଙ୍କୁ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ମହିଳାଙ୍କୁ ନିମାପଡ଼ା ମେଡିକାଲରେ ଭର୍ତ୍ତି କରାଯାଇଛି। ନିମାପଡ଼ା ପୋଲିସ ଏହି ଘଟଣାର ୪ ଜଣଙ୍କୁ ଗିରଫ କରି ତଦନ୍ତ ଚଳାଇଇଛି |






More Stories
ତରଭୁଜ ନେଲା ଜୀବନ,୩ ଅସୁସ୍ଥ…..
ସୌମ୍ୟ ହତ୍ୟା ମାମଲା:ବନ୍ଧା ହେଲା ମୁଖ୍ୟ ଅଭିଯୁକ୍ତ ଚିନୁ…..
ତିରିଂ ଅଞ୍ଚଳରେ ଡବଲ ମର୍ଡର ……