ରିପୋର୍ଟ କାର୍ଡ / ସମ୍ବଲପୁର
ସମ୍ବଲପୁର ଜିଲ୍ଲା ଯୁଯୁମୁରା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାରେ ୫ଜଣ ଅଭିଯୁକ୍ତ ସମ୍ପୃକ୍ତ ରହିଥିବା ଥିବା ପୋଲିସ ପକ୍ଷରୁ କୁହାଯାଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାରେ ସମ୍ପୃକ୍ତ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅନ୍ୟ ଅଭିଯୁକ୍ତକୁ ଧରିବା ପାଇଁ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି। ଖବୁ ଶୀଘ୍ର ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି |






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..