ରିପୋର୍ଟ କାର୍ଡ / ଗଞ୍ଜାମ
ଗଞ୍ଜାମ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନକୁ ୭ ଦିନ ପାଇଁ ବନ୍ଦ ରହିବ । ଆସନ୍ତାକାଲିଠୁ ୨୧ ତାରିଖ ଯାଏଁ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନକୁ ବନ୍ଦ ପାଇଁ ନିର୍ଦ୍ଦେଶ ହୋଇଛି । କୋଭିଡ ସଂକ୍ରମଣ ବୃଦ୍ଧି ପରେ ଜିଲ୍ଲା ପ୍ରଶାସନର ନିଷ୍ପତ୍ତି ପରେ ଏପରି ପଦକ୍ଷେପ ନିଆଯାଇଛି। ୭ ଦିନ ଧର୍ମାନୁଷ୍ଠାନ ସାନିଟାଇଜ୍ ସହ ରୀତିନୀତି ପାଳନ ହେବ। ପାର୍କ, ଖେଳପଡ଼ିଆ, ସମୁଦ୍ର ବେଳାଭୂମି ଓ ହ୍ରଦ ମଧ୍ୟ ୭ ଦିନ ବନ୍ଦ ରହିବ। ସର୍ବସାଧାରଣରେ ମେରୁ ଯାତ୍ରା ଓ ପଣା ସଂକ୍ରାନ୍ତି ପାଳନ ଉପରେ କଟକଣା ଲାଗୁ କରାଯାଇଛି।






More Stories
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….
ଆମ ବସ୍’ ଯାତ୍ରା ମାଗଣା…..
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..