ରିପୋର୍ଟ କାର୍ଡ /ଗଞ୍ଜାମ (ମହେଶ୍ୱର ସେଠୀ )
ବ୍ରହ୍ମପୁର ଏମ କେ ସି ଜି ମେଡିକାଲ ଅକ୍ସିଜେନ ପ୍ଳାଣ୍ଟ ସ୍ଥଳ ପରିଦର୍ଶନ କଲେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ। ଏହି ପରିଦର୍ଶନ ସମୟରେ ବ୍ରହ୍ମପୁର ଉପଜିଲ୍ଲାପାଳ ଭି କୀର୍ତ୍ତିଭାସନ୍ ଓ ଅନ୍ୟ କର୍ତୃପକ୍ଷ ଉପସ୍ଥିତ ରହି ଥିଲେ । ଖୁବ ଶୀଘ୍ର ଏହି ଅକ୍ସିଜେନ ପ୍ଲାଣ୍ଟର କାର୍ଯ୍ୟକ୍ଷମ ନେଇ ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ।






More Stories
ବ୍ୟବସାୟୀଙ୍କୁ ଅପହରଣ ଘଟଣା:୫୦ ଲକ୍ଷ ପାଇଁ ହୋଇଥିଲା ଷଡ଼ଯନ୍ତ୍ର……
ବ୍ୟବସାୟୀ ଅପହରଣ ମାମଲା: ପୋଲିସ-ସାମ୍ବାଦିକ ଗିରଫ…..
ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ!…..