ରିପୋର୍ଟ କାର୍ଡ /ଗଞ୍ଜାମ (ମହେଶ୍ୱର ସେଠୀ )
ବ୍ରହ୍ମପୁର ଏମ କେ ସି ଜି ମେଡିକାଲ ଅକ୍ସିଜେନ ପ୍ଳାଣ୍ଟ ସ୍ଥଳ ପରିଦର୍ଶନ କଲେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ। ଏହି ପରିଦର୍ଶନ ସମୟରେ ବ୍ରହ୍ମପୁର ଉପଜିଲ୍ଲାପାଳ ଭି କୀର୍ତ୍ତିଭାସନ୍ ଓ ଅନ୍ୟ କର୍ତୃପକ୍ଷ ଉପସ୍ଥିତ ରହି ଥିଲେ । ଖୁବ ଶୀଘ୍ର ଏହି ଅକ୍ସିଜେନ ପ୍ଲାଣ୍ଟର କାର୍ଯ୍ୟକ୍ଷମ ନେଇ ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ।
More Stories
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..
କଲେଜରେ ନିଜକୁ ଜାଳିଦେଲେ ଛାତ୍ରୀ……
ସମାଜସେବୀ ରଞ୍ଜନ କୁମାର ମହାପାତ୍ର ଙ୍କୁ ସମ୍ମାନ ଜନକ ପ୍ରକୃତି ବନ୍ଧୁ ପୁରସ୍କାର ……