ରିପୋର୍ଟ କାର୍ଡ / ଗଞ୍ଜାମ
ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ବଡ଼ଘାଟି ନିକଟ ରାସ୍ତାକଡ଼ରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବତୀଙ୍କୁ କେହି ପଥରରେ ଛେଚି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ଅତିରିକ୍ତ ଏସ୍ପି, ଛତ୍ରପୁର ଏସ୍ଡିପିଓ ପହଞ୍ଚି ତଦନ୍ତ ଚଳାଇଛନ୍ତି। ଥାନା ଠାରୁ ମାତ୍ର ଅଳ୍ପ ଦୂରରେ ଏହି ଘଟଣା ଘଟିଛି। ମୃତ ଯୁବତୀଙ୍କ ପରିଚୟ ମିଳିନଥିବା ବେଳେ କିଏ ଓ କାହିଁକି ଏହି ହତ୍ୟାକାଣ୍ଡ ଘଟାଇଛି ତାହାର କାରଣ ସ୍ପଷ୍ଟ ହୋଇନାହିଁ |






More Stories
CMOରୁ ଫାଇଲ୍ ଗାଏବ ମାମଲା; ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ କିରାଣି ଘରେ ଚଢ଼ଉ…..
ସୌମ୍ୟ ହତ୍ୟା ଘଟଣା ; ଚାର୍ଜସିଟ ଦାଖଲ କଲା କ୍ରାଇମବ୍ରାଞ୍ଚ…..
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……