ରିପୋର୍ଟ କାର୍ଡ / ଗଞ୍ଜାମ
ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ବଡ଼ଘାଟି ନିକଟ ରାସ୍ତାକଡ଼ରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବତୀଙ୍କୁ କେହି ପଥରରେ ଛେଚି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ଅତିରିକ୍ତ ଏସ୍ପି, ଛତ୍ରପୁର ଏସ୍ଡିପିଓ ପହଞ୍ଚି ତଦନ୍ତ ଚଳାଇଛନ୍ତି। ଥାନା ଠାରୁ ମାତ୍ର ଅଳ୍ପ ଦୂରରେ ଏହି ଘଟଣା ଘଟିଛି। ମୃତ ଯୁବତୀଙ୍କ ପରିଚୟ ମିଳିନଥିବା ବେଳେ କିଏ ଓ କାହିଁକି ଏହି ହତ୍ୟାକାଣ୍ଡ ଘଟାଇଛି ତାହାର କାରଣ ସ୍ପଷ୍ଟ ହୋଇନାହିଁ |
More Stories
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..
ସୃଷ୍ଟି ହେଲା ଯୋଡ଼ା ଲଘୁଚାପ: ପ୍ରବଳ ବର୍ଷୀବ,ଏହି ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ ଜାରି…..