ରିପୋର୍ଟ କାର୍ଡ / ଭୁବନେଶ୍ବର
ଓଡ଼ିଶାରେ ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪କୁ ମୁକ୍ତ, ଅବାଧ ଓ ସ୍ୱଚ୍ଛ ରୂପେ ସଂପନ୍ନ କରାଇବା ପାଇଁ ସୁରକ୍ଷା ଓ ଆଇନଶୃଙ୍ଖଳାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛିା ସେହି କ୍ରମରେ ରାଜ୍ୟରେ ଅତିରିକ୍ତ ଦଶ (୧୦) କମ୍ପାନୀ ତ୍ରିପୁରା ରାଜ୍ୟ ସଶସ୍ତ୍ର ପୋଲିସ (ଭାରତ ରିଜର୍ଭ ବାଟାଲିୟନ୍) ମୁତୟନ ପାଇଁ ନିଷ୍ପତ୍ତି ହୋଇଛିା ଏହି ଦଶ କମ୍ପାନୀ ସଶସ୍ତ୍ର ପୋଲିସ ବଳ ଓଡ଼ିଶାର ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, ଢେଙ୍କାନାଳ, ସୋନପୁର, ଦେବଗଡ଼, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ମୁତୟନ ହେବେ।






More Stories
୧୦ ପର୍ଯ୍ୟନ୍ତ କାଳବୈଶାଖୀ…..
୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ…..
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….