ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଇସ୍ତଫା ଦେଲେ ଜର୍ଜ କୁରିଏନ୍। ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ବିଜେପି)କୁ ଏକ ବଡ଼ ଝଟକା ଲାଗିଛି। ଦଳର ବରିଷ୍ଠ ନେତା ଜର୍ଜ କୁରିଏନ୍ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ସଂଖ୍ୟାଲଘୁ ବ୍ୟାପାର ଏବଂ ମତ୍ସ୍ୟପାଳନ ରାଷ୍ଟ୍ରମନ୍ତ୍ରୀ ଥିଲେ। ତାଙ୍କର ରାଜ୍ୟସଭା କାର୍ଯ୍ୟକାଳ ମଧ୍ୟ ଜୁନ୍ ୨୧ ତାରିଖରେ ଶେଷ ହୋଇଥିଲା। ସେ ଆଜି ହଠାତ୍ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଇସ୍ତଫାପତ୍ର ପ୍ରଦାନ କରି ଦଳର ହାଇକମାଣ୍ଡଙ୍କୁ ଆଶ୍ଚର୍ଯ୍ୟଚକିତ କରିଛନ୍ତି।






More Stories
ଛାତ୍ର ଆନ୍ଦୋଳନ ପ୍ରସଙ୍ଗରେ ବିବୃତି ରଖିବେ ଅମିତ ଶାହ…..
ଝାରଖଣ୍ଡ ସରକାର-ଛାତ୍ରନେତା ଆଲୋଚନା ବିଫଳ……