ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମଧ୍ୟପ୍ରଦେଶର ଗ୍ୱାଲିୟର ଜିଲ୍ଲାରେ ଜଣେ ମହିଳା ୪ଟି ଗୋଡ଼ ଥିବା ଶିଶୁକନ୍ୟାକୁ ଜନ୍ମ ଦେଇଛନ୍ତି। ଏହି ଖବର ପ୍ରଚାର ହେବା ପରେ ଲୋକମାନେ ଶିଶୁକନ୍ୟା ବିଷୟରେ ଜାଣିବା ପାଇଁ ବେଶ ଉତ୍ସାହ ଦେଖାଇଛନ୍ତି। ସିକନ୍ଦର କାମ୍ପୋ ଅଞ୍ଚଳରେ ରହୁଥିବା ଆରତୀ କୁଶୱା ବୁଧବାର କମଳା ରାଜା ହସ୍ପିଟାଲରେ ଗୋଟିଏ କନ୍ୟା ସନ୍ତନାକୁ ଜନ୍ମ ଦେଇଛନ୍ତି। ତେବେ ସେ ଜନ୍ମ ଦେଇଥିବା ଶିଶୁକନ୍ୟାର ୪ଟି ଗୋଡ଼ ଦେଖି ଡାକ୍ତରମାନେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ । ସେମାନେ ୪ ଗୋଡ଼ିଆ ଶିଶୁକନ୍ୟା ଜନ୍ମ ହେବା ପରେ ତା’ର ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ।






More Stories
ଅସ୍ତ୍ର ବିରତି ସତ୍ତ୍ବେ ଇସ୍ରାଏଲର ଆକ୍ରମଣ ଜାରି….
ଆଜି ଆସାମ,କେରଳ ଓ ପୁଡୁଚେରୀ ନିର୍ବାଚନ…..
ମୋହସିନା କିଦୱାଇଙ୍କ ପରଲୋକ…..