ରିପୋର୍ଟ କାର୍ଡ / ଭୁବନେଶ୍ୱର
ଏମ ଟି ଟିଭି ଇଣ୍ଡିଆ ଅନୁଷ୍ଠାନ ପକ୍ଷରୁ ସମାଜ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଜୟ ମା ଭବାନୀ ଚାରିଟେବୁଲ ଟ୍ରଷ୍ଟର ସମ୍ପାଦକ ଡ ନାରାୟଣ ମହାପାତ୍ର ଙ୍କୁ ଗ୍ଲୋବାଲ ଆଇକନ ଆୱାର୍ଡ ୨୦୨୩ ରେ ସମ୍ଵର୍ଦ୍ଧିତ କରାଯାଇଛି | ଟ୍ରଷ୍ଟ ପକ୍ଷରୁ ସାମଜିକ କାର୍ଯ୍ୟ ପାଇଁ ଏହି ସମ୍ମାନ ପ୍ରଦାନ କରଯାଇଛି |ପୂର୍ବରୁ ମଧ୍ୟ ବହୁ ଜାତୀୟ ଓ ଅର୍ନ୍ତଜାତୀୟ ଅନୁଷ୍ଠାନ ପକ୍ଷରୁ ଡ ନାରାୟଣ ମହାପାତ୍ର ଙ୍କୁ ସମାଜସେବା କ୍ଷେତ୍ରରେ ବହୁ ସମ୍ମାନସୂଚକ ଉପାଧି ପ୍ରଦାନ କରିଛନ୍ତି |






More Stories
ରିଲ୍ସ ନିଶାରେ ନଦୀକୁ ଡେଇଁଲେ ଯୁବକ…..
କଟକରେ ଗାଡି ଜଳିବା ଘଟଣା :ନିଆଁ ଲଗାଇଥିଲେ ମହିଳା…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..