Report Card Odisha

| Daily Odia News

ଜେଲ ଭିତରେ ଆତ୍ମହତ୍ୟା କଲେ ଗୋବିନ୍ଦ ସାହୁ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଆତ୍ମହତ୍ୟା କରିଛନ୍ତି । କଣ୍ଟାବାଜି ମେଡିକାଲରେ ତାଙ୍କୁ ମୃତ ଘୋଷଣା କରାଯାଇଛି । ଆଜି ସକାଳୁ ଜେଲ ଭିତରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଛନ୍ତି | ଗୋବିନ୍ଦ ସାହୁ ଆଜି  ଜେଏମଏଫସି କୋର୍ଟରେ ହାଜର ହୋଇଥାଆନ୍ତେ | ସୂଚନାମୁତାବକ ବହୁଚର୍ଚ୍ଚିତ ସନସାଇନ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ କଣ୍ଟାବାଞ୍ଜି ଜେଲକୁ ପଠାଇ ଦିଆଯାଇଥିଲା ।

Breaking News