ରିପୋର୍ଟ କାର୍ଡ / କଳାହାଣ୍ଡି
ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ମୃତ ଗୋବିନ୍ଦ ସାହୁଙ୍କ ଆଜି ହେବ ଶବ ବ୍ୟବଚ୍ଛେଦ। ବଲାଙ୍ଗିର ଭୀମଭୋଇ ମେଡିକାଲରେ ଗୋବିନ୍ଦଙ୍କର ଶବବ୍ୟବଚ୍ଛେଦ ହେବ। ବୁର୍ଲା ମେଡିକାଲ କଲେଜ ଏଫ୍ଏମ୍ଟି ବିଭାଗର ୨ଜଣ ବିଶେଷଜ୍ଞ ଶବ ବ୍ୟବଚ୍ଛେଦ କରିବେ। ଗୋବିନ୍ଦଙ୍କର କିଭଳି ସ୍ଥିତିରେ ମୃତ୍ୟୁ ହୋଇଛି, ପୋଷ୍ଟମର୍ଟମ ରିପୋର୍ଟ ମିଳିବା ପରେ ହିଁ ସ୍ପଷ୍ଟ ହେବ। ଶବ ବ୍ୟବଚ୍ଛେଦର ଭିଡିଓ ରେକର୍ଡିଂ ମଧ୍ୟ ହେବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..