ରିପୋର୍ଟ କାର୍ଡ / ଭୁବନେଶ୍ୱର
ଲଗାତାର ବୃଦ୍ଧି ପରେ କମିଲା ସୁନା ଦର । ମେ’ ୨୦ ଅର୍ଥାତ୍ ମଙ୍ଗଳବାର କମିଛି ସୁନା ଦାମ୍ । ୨୪ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍କୁ ୯୫,୦୨୦ ଟଙ୍କା ରହିଛି । ଗତକାଲି ଏହା ୯୫,୫୧୦ ଟଙ୍କା ଥିଲା । ଏଥିରେ ୪୯୦ ଟଙ୍କା ହ୍ରାସ ହୋଇଛି । ୨୨ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍କୁ ୮୭,୧୦୦ ଟଙ୍କା ରହିଛି । ଗତକାଲି ଏହା ୮୭,୫୫୦ ଟଙ୍କା ଥିଲା । ଏଥିରେ ୪୫୦ ଟଙ୍କା ହ୍ରାସ ହୋଇଛି । ୧୮ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍କୁ ୭୧,୨୭୦ ଟଙ୍କା ରହିଛି । ଗତକାଲି ୭୧,୬୩୦ ଟଙ୍କା ଥିଲା । ଏଥିରେ ୩୬୦ ଟଙ୍କା ହ୍ରାସ ହୋଇଛି । ସେହିପରି ରୁପା ଦାମ୍ ମଧ୍ୟ ହ୍ରାସ ହୋଇଛି । ୧୦୦ ଗ୍ରାମ୍ ରୁପା ଦାମ୍ ୧୦,୮୦୦ ରହିଛି । ଗତକାଲି ଏହା ୧୦,୯୦୦ ଥିଲା । ଏଥିରେ ୧୦୦ ଟଙ୍କା ହ୍ରାସ ହୋଇଛି ।






More Stories
ଆଜି ପ୍ରବଳ ବର୍ଷିବ,୫ ଜିଲ୍ଲାକୁ ରେଡ୍ ଓ୍ବାର୍ନିଂ ଜାରି…..
ଶାହଙ୍କ ଓଡିଶା ଗସ୍ତ ବାତିଲ…..
ସ୍ନାନ ଯାତ୍ରା ପ୍ରସ୍ତୁତି;ପହଣ୍ଡି ପ୍ରାତଃ ୫ ଟା ରୁ!…..