ରିପୋର୍ଟ କାର୍ଡ / ଭୁବନେଶ୍ୱର
ଲଗାତାର ୨ ଦିନ ହ୍ରାସ ପାଇବା ପରେ ପୁଣି ବଢ଼ିଛି ସୁନା ଦର। ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୨ ହଜାର ୯୪୦ ଟଙ୍କା ବୃଦ୍ଧି ପାଇଛି। ଫଳରେ ୨୪ କ୍ୟାରେଟ ସୁନା ଦର ୧ ଲକ୍ଷ ୪୮ ହଜାର ୫୮୦ ଟଙ୍କାରେ ପହଞ୍ଚିଛି। ୨୨ କ୍ୟାରେଟ ସୁନା ଦର ୨୭୦୦ ବୃଦ୍ଧି ପାଇ ହେଲା ୧ ଲକ୍ଷ ୩୬ ହଜାର ୨୦୦ରେ ପହଞ୍ଚିଛି।
More Stories
ଆଜି ନୂଆଁଖାଇ;ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ…..
ଫେରିବ ମୌସୁମି…..
ସରକାରୀ ଖର୍ଚ୍ଚର ହିସାବ ଦେଉନାହାନ୍ତି ବିଭାଗ…..