ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ରାଜଧାନୀ ଭୁବନେଶ୍ୱର ରୁ ୧୨ କୋଟି ଟଙ୍କାର ସୁନା ଜବତ ହୋଇଛି। ମୁମ୍ବଇରୁ କୋଣାର୍କ ଏକ୍ସପ୍ରେସରେ ଆସିଥିବା ୩୨ କେଜି ସୁନା ଜିଆରପି ଜବତ କରିଛି। ଜବତ ହୋଇଥିବା ସୁନାର ମୂଲ୍ୟ ପ୍ରାୟ ୧୨ କୋଟି ଟଙ୍କା ହେବ। ସୁନା ସହ ଏହି ଘଟଣାରେ ସମ୍ପୃକ୍ତ ୪ ଜଣଙ୍କୁ ଅଟକ ରଖାଯାଇଥିବା ସୂଚନା ମିଳିଛି ।
More Stories
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…..
ଆଜି ମନ୍ତ୍ରୀ ପରିଷଦ ବୈଠକ…..
ଓଏଏସ୍ ଅଧିକାରୀଙ୍କ ବଦଳି……