ରିପୋର୍ଟ କାର୍ଡ / ସମ୍ବଲପୁର
ପୁଣି ଏକ ରେଳ ଦୁର୍ଘଟଣା ଖବର ସାମ୍ନାକୁ ଆସିଛି। ସମ୍ବଲପୁର ସରଲା ନିକଟରେ ମଙ୍ଗଳବାର ଏକ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି। ଟ୍ରେନର ଗୋଟିଏ ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି। ରେଳବାଇର ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ତେବେ ବର୍ତ୍ତମାନ ସୁଦ୍ଧା ଦୁର୍ଘଟଣାର କାରଣ ଜଣାପଡ଼ିନାହିଁ।
More Stories
ନବୀନଙ୍କୁ ଟାର୍ଗେଟ୍ କଲେ ମନମୋହନ…..
ପ୍ରମିଳାଙ୍କ ବାସଭବନରେ ନେତାଙ୍କ ମେଳି…..
୧୦ ପର୍ଯ୍ୟନ୍ତ କାଳବୈଶାଖୀ…..