ରିପୋର୍ଟ କାର୍ଡ / କୋରାପୁଟ
କୋରାପୁଟ ଜିଲ୍ଲା ସୁକୁ ବ୍ରିଜ଼ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇଛି। ଟ୍ରେନର ଛଅଟି ବଗି ଲାଇନଚ୍ୟୁତ ହୋଇଥିବା ଜଣାପଡିଛି । କିରଣ୍ଡୁଲରୁ ବିଶାଖାପାଟଣା ଯାଉଥିବା ବେଳେ ହେଲା ଏହି ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି। ଉଭୟପଟୁ ବିଶାଖାପାଟଣା-ଜଗଦଲପୁର ପାସେଞ୍ଜର ଟ୍ରେନ ବାତିଲ ହୋଇଥିବାର ସୂଚନା ମିଳିଛି।
More Stories
କ୍ଷମା ମାଗ,ନଚେତ୍ ନବୀନ ନିବାସ ଘେରିବୁ…..
ଓଡ଼ିଆ ନବବର୍ଷରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ,ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ…..
ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି…..