ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପୁଣି ୧ ମାସ ବଢ଼ିଲା ଅନ୍ତର୍ଜାତୀୟ ବିମାନ ଉଡ଼ାଣ ଉପରେ କଟକଣା | ବୁଧବାର ଦିନ ଅନ୍ତର୍ଜାତୀୟ ବାଣିଜ୍ୟିକ ବିମାନ ଉଡ଼ାଣ ଉପରେ କଟକଣାକୁ ବୃଦ୍ଧି ହୋଇଛି । ଏହି ପ୍ରତିବନ୍ଧକକୁ ଜୁଲାଇ ୩୧ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର। ଏ ନେଇ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ ପକ୍ଷରୁ ଜାରି ଏକ ବିବୃତ୍ତିରେ କୁହାଯାଇଛି। ପ୍ରାୟ ୧୫ ମାସର ବ୍ୟବଧାନ ପରେ ପୂର୍ବରୁ ଲାଗୁ ହୋଇଥିବା ପ୍ରତିବନ୍ଧକ ଜୁନ୍ ୩୦ରେ ହଟିବ ବୋଲି ଅନୁମାନ କରାଯାଉଥିଲା। କେବଳ କିଛି ଦେଶଗୁଡିକ କାର୍ଗୋ ବିମାନ ଚଳାଚଳ ଜାରି ରହିବ।






More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..