ରିପୋର୍ଟ କାର୍ଡ / ଭୁବନେଶ୍ୱର
ବାୟୋମେଟ୍ରିକ୍ ଉପସ୍ଥାନ ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର। ପଞ୍ଚାୟତ କର୍ମଚାରୀଙ୍କଠାରୁ ଆରମ୍ଭ କରି ବିଡିଓଙ୍କ ପର୍ଯ୍ୟନ୍ତ ସମସ୍ତଙ୍କ ପାଇଁ ସମାନ ବାୟୋମେଟ୍ରିକ ବ୍ୟବସ୍ଥା କରିଛନ୍ତି ସରକାର। ପଞ୍ଚାୟତ, ବ୍ଲକ କାର୍ଯ୍ୟାଳୟ, ଜିଲାପରିଷଦ କାର୍ଯ୍ୟାଳୟରେ ବାୟୋମେଟ୍ରିକ୍ ଲାଗୁ ହେବ। ଖୁବ୍ଶୀଘ୍ର୍ର ବାୟୋମେଟ୍ରିକ୍ ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି।






More Stories
ପୁରୀ ଆସିଲେ ଶାନ୍ତି ମିଳେ……
ଓଲଟିଲା ଟୁରିଷ୍ଟ ବସ୍, ୫ ମୃତ…..
ଭୁବନେଶ୍ୱରରେ ଭାରତୀୟ ସ୍ଥଳସେନା ମୁଖ୍ୟ…..