ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶା ଡ୍ରାଇଭର ଏକତା ମହାମଞ୍ଚ ପକ୍ଷରୁ ମଙ୍ଗଳବାର ୬ ଦଫା ଦାବି ନେଇ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଆନ୍ଦୋଳନରତ ଡ୍ରାଇଭର ସଂଘ ସହ ସରକାର ବୈଠକ କରିବେ ବୋଲି ପରିବହନ ମନ୍ତ୍ରୀ ବିଭୂତି ଜେନା ମଙ୍ଗଳବାର ସୂଚନା ଦେଇଛନ୍ତି। ଆଲୋଚନା ମାଧ୍ୟମରେ ଦାବି ସମାଧାନ ପାଇଁ ଏହି ବୈଠକ ବସିବ। ଡ୍ରାଇଭର ସଂଘର ଦାବି ଯଥାର୍ଥ। ଆଲୋଚନା ମାଧ୍ୟମରେ ସମସ୍ତ ସମାଧାନ କରାଯିବ ବୋଲି ମନ୍ତ୍ରୀ ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି।






More Stories
ଓଡ଼ିଶାକୁ ମିଳିବ ବଡ଼ ଫାଇଦା…..
କିନ୍ନରଙ୍କୁ ହତ୍ୟା ଘଟଣା:ଅଭିଯୁକ୍ତକୁ ଗିରଫ ଦାବିରେ ରାସ୍ତାରେ ବସିଲେ କିନ୍ନର…..
ବଦଳିବ ମିଶନ ଶକ୍ତି ଡ୍ରେସ୍ କୋଡ୍,ମିଳିବ ସ୍ମାର୍ଟ ଫୋନ୍…..