ରିପୋର୍ଟ କାର୍ଡ / ଭୁବନେଶ୍ୱର
କରୋନା କଟକଣା ମଧ୍ୟରେ ମକର ସଂକ୍ରାନ୍ତି ପାଳୁଛି ସାରା ରାଜ୍ୟ । ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟକରି ଶଭେଚ୍ଛା ଜଣାଇବା ସହ ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରିଛନ୍ତି ରାଜ୍ୟପାଳ ଗଣେଶୀ ଲାଲ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଟ୍ୱିଟ୍ ଜରିଆରେ ରାଜ୍ୟବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ରାଜ୍ୟବାସୀଙ୍କ ପାଇଁ ମହାପ୍ରଭୁଙ୍କ ନିକଟରେ ସୁଖ ଓ ସମୃଦ୍ଧି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।






More Stories
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..
୨୩ ଜିଲ୍ଲା ପାଇଁ ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଘୋଷଣା…..