Report Card Odisha

| Daily Odia News

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଗୁରୁବାର ଦିନ ନୂଆଦିଲ୍ଲୀରେ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଭେଟି ରାଜ୍ୟର ବିକାଶ ସମ୍ବନ୍ଧୀୟ ବିଷୟ ଉପରେ ଆଲୋଚନା କରିଛନ୍ତି।ଏହି ସାକ୍ଷାତ ସମୟରେ ରାଜ୍ୟପାଳ ଓଡ଼ିଶାରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ଏବଂ ସେଗୁଡ଼ିକର ଅଗ୍ରଗତି ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଥିଲେ।

Breaking News