ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ସରକାର ୪ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳଙ୍କ ବଦଳି କରିଛନ୍ତି । ସୁବର୍ଣ୍ଣପୁର, ନୟାଗଡ଼, ବଲାଙ୍ଗିର ଓ ଭଦ୍ରକର ଅତିରିକ୍ତ ଜିଲ୍ଲାପାଳଙ୍କ ବଦଳି ହୋଇଛି । ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ଆଉ ଜଣେ ଓଏଏସ୍ ଅଫିସରଙ୍କୁ ଉପପ୍ରଶାସକ ଭାବେ ନିଯୁକ୍ତି ମିଳିଛି। ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସୁବର୍ଣ୍ଣପୁର ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ବରିଷ୍ଠ ଓଏଏସ୍ ସୂର୍ଯ୍ୟନାରାୟଣ ଦାସଙ୍କୁ ପଂଚାୟତିରାଜ ଓ ପାନୀୟ ଜଳ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରିଛନ୍ତି।






More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ପୁଣି ଜୀବନ ନେଲା ସ୍କ୍ରବ୍ ଟାଇଫସ୍…..
୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ…..