ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୨୫ ତାରିଖ ମଙ୍ଗଳବାର ଦିନ ସୂର୍ଯ୍ୟ ପରାଗ ପଡୁଥିବାରୁ ଉକ୍ତ ଦିନଟିକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି। ଉକ୍ତ ଦିନ ରାଜ୍ୟର ସମସ୍ତ ସରକାରୀ ଅଫିସ, ସ୍କୁଲ କଲେଜ ଆଦି ସମସ୍ତ ଶିକ୍ଷାନୁଷ୍ଠାନ, ରାଜସ୍ବ ବିଭାଗୀୟ କୋର୍ଟ, ବ୍ୟାଙ୍କ ଏବଂ ଅନ୍ୟ ବ୍ୟାଙ୍କିଙ୍ଗ୍ ଅନୁଷ୍ଠାନ ବନ୍ଦ ରହିବ |
More Stories
କଂଗ୍ରେସ ଛାଡିଲେ ଜୟରାମ…..
ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..
୧୬ରେ ରାଜ୍ୟସଭା ନିର୍ବାଚନ…..