ରିପୋର୍ଟ କାର୍ଡ / ଭୁବନେଶ୍ୱର
ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ମୁଖ୍ୟ ଶାସନ ସଚିବ ବୈଠକ ଡାକିଛନ୍ତି | ଆଜି ସନ୍ଧ୍ୟା ୫ ଟାରେ ମୁଖ୍ୟ ଶାସନ ସଚିବ ବୈଠକ କରିବେ | ଉକ୍ତ ବୈଠକରେ ଏସଆରସି ଙ୍କ ସମେତ ଅନ୍ୟ ଅଧିକାରୀ ଯୋଗଦେବେ ବୋଲି ଜଣାପଡିଛି | ସେହିପରି ସମ୍ଭାବ୍ୟ ବାତ୍ୟାକୁ ନେଇ ସତର୍କ ଜାରି କରାଯାଇଥିବା ଜିଲ୍ଲାର ଜିଲ୍ଲାପାଳମାନେ ମଧ୍ୟ ଉପସ୍ଥିତ ରହିବେ । କିଭଳି ବାତ୍ୟାକୁ ମୁକାବିଲା କରି ହେବ ସେନେଇ ବୈଠକ ପ୍ରସ୍ତୁତି ହେବ |






More Stories
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !….
ଏ.ସି.ଏଫ୍. ସୌମ୍ୟରଂଜନ ମୃତ୍ୟୁ ମାମଲା: ରୋଷେୟା ଗିରଫ….