ରିପୋର୍ଟ କାର୍ଡ / ଭୁବନେଶ୍ୱର
କଂଗ୍ରେସରେ ଯୋଗଦେଲେ ବିଶିଷ୍ଟ ସଙ୍ଗୀତକାର ଗୁଡଲୀ ରଥ । ଆଜି କଂଗ୍ରେସ ପ୍ରଭାରୀ ଚେଲ୍ଲା କୁମାର ଙ୍କ ଉପସ୍ଥିତିରେ ସେ କଂଗ୍ରେସରେ ମିଶିଛନ୍ତି । ସେ କହିଛନ୍ତି ତାଙ୍କ ବାପା ଗଙ୍ଗାଧର ରଥ କଂଗ୍ରେସରେ ଥିଲେ । ସେ କଂଗ୍ରେସର ସମର୍ଥକ ଥିଲେ । ଏହା ସହିତ ସେ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରାରେ ଅନୁପ୍ରାଣିତ ହୋଇ କଂଗ୍ରେସରେ ଯୋଗ ଦେଇଛନ୍ତି ।






More Stories
ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ….
ଓଏଏସ୍ ସ୍ତରରେ ଅଦଳ ବଦଳ…..
ସ୍ୱତନ୍ତ୍ର ଟ୍ରେନରେ ରାଷ୍ଟ୍ରପତି ଙ୍କ ବ୍ରହ୍ମପୁର ଗସ୍ତ…..