ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱରରେ ଆଜି ହାଫ୍ ଡେ’ ସ୍କୁଲ। ଭୁବନେଶ୍ୱରରେ ଆଜି ଦିନ ଗୋଟାଏ ଯାଏଁ ଖୋଲା ରହିବ ସବୁ ସ୍କୁଲ୍। ଦିନ ଗୋଟାଏ ପରେ ସବୁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଆଜିଠୁ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ସର୍ବଭାରତୀୟ ଡିଜିପି ସମ୍ମିଳନୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଗୃହମନ୍ତ୍ରୀ ଅମିତ ଶାହ ଏହି ସମ୍ମିଳନୀରେ ଯୋଗ ଦେବେ। ତେଣୁ ଟ୍ରାଫିକ କଟକଣା ଯୋଗୁ ଯାତାୟତ କରିବାରେ ପିଲାମାନେ ଅସୁବିଧାରେ ସମ୍ମୁଖୀନ ହେବେ। ଏହି ଆଶଙ୍କାରେ ଆଜି ହାଫ୍ ଡେ’ ସ୍କୁଲ କରାଯିବା ପାଇଁ ଘୋଷଣା ହୋଇଛି।






More Stories
ଭୟଙ୍କର ବର୍ଷା,ଏହି ୩ ଜିଲ୍ଲାକୁ ସତର୍କ ସୂଚନା……
କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଚେତାବନୀ…..
ଦାୟିତ୍ବ ନେଲେ ସଞ୍ଜୟ ବିଶ୍ବାଳ…..