ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଭୁଲ ହେବ କି ଏକଜିଟ୍ ପୋଲ। ହରିୟାଣାରେ ଫୁଟିବ କି ପୁଣି ପଦ୍ମ ! ହରିୟାଣା ବିଧାନସଭା ନିର୍ବାଚନ ଭୋଟ ଗଣତିର ପ୍ରାରମ୍ଭିକ ଟ୍ରେଣ୍ଡରେ କଂଗ୍ରେସ ଲିଡ୍ କରିଥିବା ବେଳେ ଚତୁର୍ଥ ରାଉଣ୍ଡ ସୁଦ୍ଧା ବିଜେପି ଆଗୁଆ ଚାଲିଛି । ୫୦ ଟି ଆସନରେ ଆଗୁଆ ଅଛି ବିଜେପି । ୩୩ ଆସନ ପଛରେ କଂଗ୍ରେସ।
More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..