ରିପୋର୍ଟ କାର୍ଡ / ପୁରୀ
ଦେବସ୍ନାନ ପୂର୍ଣ୍ଣିମା ଅବସରରେ ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ସ୍ନାନଯାତ୍ରା ଅନୁଷ୍ଠିତ ହୋଇଛି। ରତ୍ନବେଦୀରୁ ସ୍ନାନବେଦୀକୁ ଆସି ସୁନା କୂଅର ୧୦୮ ସୁବାସିତ ଜଳରେ ସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଶୁଭ୍ର ରଙ୍ଗର ଗଜବେଶରେ ମହାପ୍ରଭୁ ଓ ହଳଦିଆ ରଙ୍ଗର ଗଜବେଶରେ ବଡ଼ଠାକୁର ଦର୍ଶନ ଦେଇଛନ୍ତି । ମହାପ୍ରଭୁଙ୍କ ଏହି ଅପୂର୍ବ ବେଶ ଦର୍ଶନ କରି ଭକ୍ତମାନେ ନିଜକୁ ଧନ୍ୟ ମନେ କରିଛନ୍ତି।
More Stories
ହମାସ ମୁଖ୍ୟ ୟାହୟା ସିନୱାର ନିହତ…..
ଆଗାମୀ ସପ୍ତାହରେ ଓଡ଼ିଶାକୁ ଛୁଇଁପାରେ ବାତ୍ୟା,ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ବାରଣ….
ଚଳନ୍ତା ଟ୍ରେନ୍ରୁ ଖସି ପଡ଼ିଲେ ମା’ ଝିଅ…..