Report Card Odisha

| Daily Odia News

ମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼ ହୋଇଛି । ନବ ଦାସଙ୍କ ଛାତିରେ ଗୁଳି ବାଜିଥିବା ଜଣାପଡ଼ିଛି । ଆଜି ବ୍ରଜରାଜନଗର ଗସ୍ତରେ ସ୍ୱାସ୍ଥ୍ୟମନ୍ତ୍ରୀ ଯାଇଥିବା ସମୟରେ ଦୁର୍ବୃତ୍ତମାନେ ତାଙ୍କ ଉପରକୁ ଗୁଳିମାଡ଼ କରିଥିଲେ । ମନ୍ତ୍ରୀଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି |

Breaking News