ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦେଶରେ କରୋନାର ମାମଲା ବଢି ଚାଲିଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | କରୋନାକୁ ନେଇ ବ୍ୟସ୍ତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟ ସଚିବ । ସେହିପରି କରୋନା ପାଇଁ ବୈଠକ ପରେ ସ୍ୱାସ୍ଥ୍ୟ ସଚିବ ଏସ୍ ଅଶ୍ୱସ୍ତିଙ୍କ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ବୟସ ୭୫ ହେବ । ସେ ଦିଲ୍ଲୀ ହରିଦ୍ଵାରରୁ କିଛି ଦିନ ପୂର୍ବରୁ ଫେରିଛନ୍ତି ।






More Stories
ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହେଲେ ଅନୁ ଗର୍ଗ……
ଗାଡ଼ିର ବୈଧ କାଗଜପତ୍ର କରିବା ସମୟ ବୃଦ୍ଧି…..
ଆକ୍ସନ ନେବେ ଉପମୁଖ୍ୟମନ୍ତ୍ରୀ…..