ରିପୋର୍ଟ କାର୍ଡ / ଭୁବନେଶ୍ୱର
ରବିବାରଠାରୁ ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏ ନେଇ ସତର୍କତା ଜାରି କରାଯାଇଛି। ରବିବାର ପାଇଁ ରାଜ୍ୟର ୨୪ ଜିଲ୍ଲାରେ ବର୍ଷା ନେଇ ୟୋଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୬ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା କୁହାଯାଇଛି। ଏହି ୬ଟି ଜିଲ୍ଲା ହେଉଛି ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର ଏବଂ ବାଲେଶ୍ଵର।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..