ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଲାଗି ରହିଛି ତୁହାକୁ ତୁହା ବର୍ଷା ସାଙ୍ଗକୁ କୋହଲା ପାଗ । ଆସନ୍ତା ୩ ଘଣ୍ଟା ପାଇଁ ୧୫ ଜିଲ୍ଲାକୁ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲା ଗୁଡିକ ହେଉଛି ଭଦ୍ରକ, ବାଲେଶ୍ୱର, କଟକ, ଭୁବନେଶ୍ୱର, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଯାଜପୁର, ମୟୁରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ସୋନପୁର, ବୌଦ୍ଧ, ଫୁଲବାଣୀ, କୋରାପୁଟ, ରାୟଗଡାକୁ ପ୍ରବଳ ବର୍ଷା ପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ସେପଟେ ବର୍ଷା ଯୋଗୁଁ ମୁଣ୍ଡରେ ହାତ ଦେଇ ବସିଛନ୍ତି ଚାଷୀ । କେଉଁଠି ଧାନ ବିଲରେ ନଷ୍ଟ ହେଉଛି ତ ପୁଣି କେଉଁଠି ଧାନ ଖଳାରେ ଭିଜୁଛି ।






More Stories
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….