ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆହୁରି ୩ ଦିନ ଛେଚିବ ବର୍ଷା। ସୋମବାର କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଓ ଜଗତ୍ସିଂହପୁରରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୨୮ ତାରିଖ ଯାଏ ବର୍ଷା ଲାଗି ରହିବ। ସେହିଭଳି ବଜ୍ରପାତ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିକୁ ସତର୍କ କରାଯଇଛି। ୨୬ରେ ୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଏବଂ ୬ ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..