ରିପୋର୍ଟ କାର୍ଡ / ଭୁବନେଶ୍ୱର
ମଝି ଆକାଶରେ ହେଲିକପ୍ଟର ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ଘଟିଛି । ଦୁର୍ଘଟଣା ପରେ ହେଲିକପ୍ଟରଟି ନଦୀକୁ ଖସିପଡିଛି । ଦୁର୍ଘଟଣା ପରେ ମୃତକଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ଧାରକାରୀ ଦଳ ନଦୀ ଭିତରେ ସନ୍ଧାନ କରୁଛି । ସୂଚନା ଅନୁସାରେ ନ୍ୟୁୟର୍କ ସହରର ହଡସନ ନଦୀରେ ଏକ ପର୍ୟ୍ୟଟକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ପାଇଲଟକୁ ମିଶାଇ ୬ ଜଣଙ୍କର ମୃତ୍ୟୁ ହୋଇଛି । ୫ ଜଣ ଗୋଟିଏ ପରିବାରର ବୋଲି ଜଣାପଡିଛି । ବାପା, ମା ଏବଂ ୩ ପିଲା ଥିବାବେଳେ ହେଲିକପ୍ଟରର ପାଇଲଟଙ୍କର ମଧ୍ୟ ମୃତ୍ୟୁ ହୋଇଛି ।






More Stories
ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ…..
ରାଷ୍ଟ୍ରପତିଙ୍କ ଗସ୍ତ:୩୦ ପ୍ଲାଟୁନ ଫୋର୍ସ ମୁତୟନ…..
କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..