ରିପୋର୍ଟ କାର୍ଡ / ଭୁବନେଶ୍ୱର
ଇରାନ- ଆମେରିକା ଯୁଦ୍ଧ ନେଇ ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ହେଲ୍ପଲାଇନ ନମ୍ବର ଜାରି ହୋଇଛି। ଯୁଦ୍ଧକାଳୀନ ଜରୁରୀ ପରସ୍ଥିତିକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଏ ନେଇ କ୍ରୀଡା ଓ ଯୁବବ୍ୟାପାର ମନ୍ତ୍ରୀ ସର୍ଯ୍ୟବଂଶୀ ସୂରଜ ତାଙ୍କ ଏକ୍ସରେ ପୋଷ୍ଟ କରଛନ୍ତି। ଓଡ଼ିଶା ପରିବାର, ଗୃହ ବିଭାଗ ଓ ଶ୍ରମ ନିର୍ଦ୍ଦେଶାଳୟ ପକ୍ଷରୁ ବୈଠକ ପରେ ନଂ ଜାରି ହୋଇଛି। ଉକ୍ତ ନଂ, ହେଲା ବୈଦେଶିକ ମନ୍ତ୍ରାଳୟ-୮୦୦୪୬୩୪୨, ହ୍ବାଟ୍ସଆପ-୯୭୧୫୪୩୦୯୦୫୭୧
-ଓଡ଼ିଶା ପରିବାର ସ୍ବତନ୍ତ୍ର ଅଧିକାରୀ-୯୫୮୩୩୨୧୯୬୪ଙ୍କୁ ସମ୍ପର୍କ କରିପାରିବେ କୁହାଯାଇଛି।






More Stories
ଆଜି ପବିତ୍ର ଦୋଳପୂର୍ଣ୍ଣିମା…..
ଗ୍ରୀଷ୍ମ ପ୍ରବାହ ପାଇଁ ଏସଓପି ଜାରି……
ଘୋଷଣା ହେଲା ମାଟ୍ରିକ୍ ରେଜଲ୍ଟ ତାରିଖ…..