Report Card Odisha

| Daily Odia News

ହେମନ୍ତ ସୋରେନଙ୍କୁ ମିଳିଲା ଜାମିନ…..

ରିପୋର୍ଟ କାର୍ଡ / ରାଞ୍ଚି

ଝାରଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଜମି ଦୁର୍ନୀତି ମାମଲାରେ ଆଜି ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି।ଜାନୁଆରୀ ୩୧ରେ ଅର୍ଥ ହେରଫେର ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତାଙ୍କୁ ଗିରଫ କରିଥିଲା। ପୂର୍ବରୁ ୯ ଥର ସମନ ପଠାଇବା ପରେ ଶେଷରେ ଦିଲ୍ଲୀ ସ୍ଥିତ ତାଙ୍କ ବାସଭବନରୁ ଗିରଫ କରିଥିଲା ଇଡି। ଏହାପୂର୍ବରୁ ସୋରେନ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଇସ୍ତଫା ଦେବାର କିଛି ସମୟ ମଧ୍ୟରେ ଇଡି ତାଙ୍କୁ ଗିରଫ କରିଥିଲା। 

Breaking News