ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ରାଞ୍ଚିର ଏକ ଅଦାଲତ ୫ ଦିନିଆ ଇଡି ରିମାଣ୍ଡରେ ପଠାଇଛନ୍ତି। ପ୍ରବର୍ତ୍ତନ ନିର୍ଦେଶାଳୟ ସୋରେନଙ୍କୁ ୧୦ ଦିନ ରିମାଣ୍ଡରେ ନେବାକୁ ଅନୁମତି ମାଗିଥିବା ବେଳେ ଅଦାଲତ ୫ ଦିନର ଅନୁମତି ଦେଇଛନ୍ତି। ଜମି ଦୁର୍ନୀତି ସହ ଜଡ଼ିତ ଅର୍ଥ ହେରଫେର ମାମଲାରେ ଦୀର୍ଘ ସମୟର ପଚରାଉଚରା ପରେ ଜେଏମଏମ ନେତା ହେମନ୍ତ ସୋରେନଙ୍କୁ ବୁଧବାର ଇଡି ଗିରଫ କରିଥିଲା।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….