ଅପରାଧ ଆମ ସହର ପିପିଲି-ନିମାପଡା ଓଭର ବ୍ରିଜ ଉପରୁ ବ୍ରାଉନସୁଗାର ଜବଦ,ଡିଲର ଗିରଫ…. Report Card Bureau July 30, 2021 1 min read ରିପୋର୍ଟ କାର୍ଡ / ଭୁବନେଶ୍ୱରଶୁକ୍ରବାର ପିପିଲି-ନିମାପଡା ଓଭର ବ୍ରିଜ ଉପରେ ବ୍ରାଉନସୁଗାର ଡିଲ ସମୟରେ କ୍ରାଇମବ୍ରାଞ୍ଚ ଏସଟିଏଫ ଟିମ ହାତରେ ଧରାପଡିଛି ଡିଲର । ଏହାସହ ୧ କେଜି ୪୮ ଗ୍ରାମର ବ୍ରାଉନସୁଗାର ଜବତ କରିଛି । ଜବତ ବ୍ରାଉନସୁଗାରର ମୂଲ୍ୟ ପ୍ରାୟ ୧ କୋଟି ଟଙ୍କା । ଘଟଣାର ତଦନ୍ତ ଜାରି ରହିଛି । Post navigationPrevious ରାଜ୍ୟର ୬୩,୩୦୩ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି…..Next ପୁରୀ ବେଳାଭୂମରେ ହେବନାହିଁ ମଦ କୁଡ଼ିଆ ଯୋଜନା……Leave a Reply Cancel replyYour email address will not be published. Required fields are marked *Comment *Name * Email * Website Save my name, email, and website in this browser for the next time I comment. More Stories ଆମ ସହର ରାଜ୍ୟ ମିଛ ଲୁଟ୍ ନାଟକର ପର୍ଦ୍ଦାଫାସ,୪ ଗିରଫ…… August 22, 2026 Report Card Bureau ଆମ ସହର ରାଜ୍ୟ ଝାରପଡ଼ା ଜେଲରେ ଅସମ୍ଭାଳ ସ୍ଥିତି….. August 21, 2026 Report Card Bureau 1 min read ଅପରାଧ ଆମ ସହର ରାଜ୍ୟ ବ୍ୟବସାୟୀଙ୍କୁ ଅପହରଣ ଘଟଣା:୫୦ ଲକ୍ଷ ପାଇଁ ହୋଇଥିଲା ଷଡ଼ଯନ୍ତ୍ର…… August 18, 2026 Report Card Bureau
More Stories
ମିଛ ଲୁଟ୍ ନାଟକର ପର୍ଦ୍ଦାଫାସ,୪ ଗିରଫ……
ଝାରପଡ଼ା ଜେଲରେ ଅସମ୍ଭାଳ ସ୍ଥିତି…..
ବ୍ୟବସାୟୀଙ୍କୁ ଅପହରଣ ଘଟଣା:୫୦ ଲକ୍ଷ ପାଇଁ ହୋଇଥିଲା ଷଡ଼ଯନ୍ତ୍ର……