ରିପୋର୍ଟ କାର୍ଡ / କଟକ
ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତିଙ୍କ ଛାଡ଼ପତ୍ର ଆବେଦନକୁ ଗ୍ରହଣ କରିଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟ। ଏହି ମାମଲାରେ ବର୍ଷା ପ୍ରିୟଦର୍ଶିନୀଙ୍କୁ ନୋଟିସ୍ ଜାରି କରିଛନ୍ତି ହାଇକୋର୍ଟ। ତଳ କୋର୍ଟର ରେକର୍ଡ ଦାଖଲ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି । ନଭେମ୍ବର ୯ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ। ସୂଚନାଯୋଗ୍ୟ, ଅନୁଭବ ମହାନ୍ତିଙ୍କ ଛାଡ଼ପତ୍ର ଆବେଦନକୁ କଟକ ପରିବାର ଅଦାଲତ ଖାରଜ କରିଥିବା ବେଳେ ଏହି ରାୟ ବିରୋଧରେ ଅନୁଭବ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..