ରିପୋର୍ଟ କାର୍ଡ / କଟକ
ପୌର ନିର୍ବାଚନ ପାଇଁ ଆସନ୍ତା ୨୪ ତାରିଖରେ ହାଇକୋର୍ଟ ଛୁଟି ରହିବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି । ମାର୍ଚ୍ଚ ୨୪ ତାରିଖରେ ପୌର ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବାକୁ ଥିବାବେଳେ ଏ ନେଇ ରାଜ୍ୟ ନିର୍ବାଚନ କମିସନ ୨୦୨୨, ମାର୍ଚ୍ଚ ୬ରେ ଜାରି କରିଥିବା ଚିଠିକୁ ବିଚାରକୁ ନେଇ ହାଇକୋର୍ଟଙ୍କ ପକ୍ଷରୁ ଗୁରୁବାର ଏପରି ବିଜ୍ଞପ୍ତି ପ୍ରକାଶ କରାଯାଇଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..