ରିପୋର୍ଟ କାର୍ଡ / କଟକ
ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ବ୍ୟବସ୍ଥାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ମାମଲା | ଏହି ମାମଲାର ଶୁଣାଣି କରି ଆଜି ହାଇକୋର୍ଟ ରାଜ୍ୟ ନିର୍ବାଚନ ଆୟୁକ୍ତଙ୍କୁ ନୋଟିସ ଜାରି କରିଛନ୍ତି। ଡିସେମ୍ବର ୨୦ ସୁଦ୍ଧା ସତ୍ୟପାଠ ଦାଖଲ କରିବାକୁ ନିର୍ବାଚନ ଆୟୁକ୍ତଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ବୀରେନ୍ଦ୍ର ଦାସଙ୍କ ପକ୍ଷରୁ ଦାୟର ହୋଇ ଥିବା ମାମଲାର ଶୁଣାଣି କରି କୋର୍ଟ ଏଭଳି ନିର୍ଦ୍ଦେଶ ଦେଇଛନ୍ତି | ଆସନ୍ତା ମାସ ୨୦ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣୀ ହେବ ବୋଲି ସୂଚନା ମିଳିଛି ।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..