ରିପୋର୍ଟ କାର୍ଡ / ପୁରୀ
ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଆଜି ନୋଟିସ ଜାରି କରିଛନ୍ତି ହାଇକୋର୍ଟ। ଜବାବ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ ନୋଟିସ୍ କରିଛନ୍ତି। ଏନେଇ ମୁଖ୍ୟ ଶାସନ ସଚିବ ଓ ଆଇନ ସଚିବଙ୍କୁ ହାଇକୋର୍ଟଙ୍କ ପକ୍ଷରୁ ନୋଟିସ୍ ଜାରି କରାଯାଇଛି। କମିଶନ ରିପୋର୍ଟ ସାର୍ବଜନୀନ କରିବାକୁ ଆବେଦନ ଉପରେ ନୋଟିସ କରାଯାଇଛି। ଏହି ମାମଲାରେ ଜୁଲାଇ ୧୦ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।






More Stories
ଆଇନଜୀବୀଙ୍କ ପାଇଁ ୪୦ ପ୍ରତିଶତ ସହାୟତା ରାଶି ବୃଦ୍ଧି…..
ଆସୁଛି ଦୁଇ ଲଘୁଚାପ:ପ୍ରବଳ ବର୍ଷା ସମ୍ଭାବନା……
କୈଳାସ ମାନସରୋବର ଯାତ୍ରା ଆରମ୍ଭ…..